୩୧ ବୃହତ ପ୍ରକଳ୍ପକୁ ଜମି ଆବଣ୍ଟନ କଲା ଇଡ୍କୋ
ଭୁବନେଶ୍ବର : ଇଡ୍କୋର ଜମି ଆବଣ୍ଟନ କମିଟି ବୈଠକ ଗୁରୁବାର ହୋଇଯାଇଛି। ଦୀର୍ଘ ଦିନରୁ ଅଟକି ରହିଥିବା ୩୧ଟି ଗୁରୁତ୍ୱପୂର୍ଣ୍ଣ ଶିଳ୍ପ ପ୍ରକଳ୍ପ ପାଇଁ ଜମି ଆବଣ୍ଟନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ କରାଯାଇଛି। ଇଡ୍କୋ ଅଧ୍ୟକ୍ଷା ଉଷା ପାଢ଼ୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅନୁମୋଦିତ…