ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତକୁ ହତ୍ୟା: ଏସିପି
ଭୁବନେଶ୍ବର: ନୀଳାଦ୍ରିବିହାର ସତ୍ୟବ୍ରତ ହତ୍ୟା ଘଟଣା ଉପରୁ ପୁଲିସ୍ ପର୍ଦ୍ଦା ଉଠାଇଛି। ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତକୁ ହତ୍ୟା କରାଯାଇଥିବା ଏସିପି ସୋନାଲ ସିଂ ପରମାର୍ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ବର୍ତ୍ତମାନ ସୁଦ୍ଧା ଦିନେଶ ଏକମାତ୍ର ଅଭିଯୁକ୍ତ ରହିଛି। ଯେଉଁ ଲିଜାଙ୍କୁ ନେଇ…