ଗୁରୁବାର ଭାରତ ବନ୍ଦ ଡାକରା

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ ବ୍ୟାପକ ବାଧା ଉପୁଜିବାର ସମ୍ଭାବନା ରହିଛି। ଏହି ଧର୍ମଘଟ ବିଭିନ୍ନ ରାଜ୍ୟରେ ଦୈନନ୍ଦିନ ଜୀବନକୁ…

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବର ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଆଜି ଥିଲା ୧୭ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀଙ୍କ ସହିତ ୫ ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି…

ମାଗଣା କର୍କଟ ରୋଗ ନିରୁପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ

ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମର ମିଳିତ ସହଯୋଗରେ ଗୋଷାଣୀନୂଆଗାଁ ସ୍ଥିତ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମ ପରିସରରେ ମାଗଣା କର୍କଟ ନିରୂପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଟିତ ହୋଇ ଯାଇଛି।…

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୬ ର ଉଦ୍ଘାଟନ

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୧୬ ମସିହାରୁ ପ୍ରତିବର୍ଷ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ଆର୍ଥିକ ସାକ୍ଷରତା ସପ୍ତାହ (ଏଫଏଲଡବ୍ଲୁ) ପାଳନ କରିଆସୁଛି। ଏହି କ୍ରମରେ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୬ ଫେବୃଆରୀ ୦୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ପାଳନ…

ପୁଣି ମଣିପୁରରେ ହିଂସା

ବି.ବି.ନିୟୁଜ : ପୁଣି ମଣିପୁରରେ ହିଂସା ଦେଖିବାକୁ ମିଳିଛି । ନାଗା ସମ୍ପ୍ରଦାୟର ଜଣଙ୍କ ଉପରେ ଆକ୍ରମଣ ପରେ ପରସ୍ପର ଉପରେ ଆକ୍ରମଣ ସହ ଘରପୋଡ଼ି ପରିସ୍ଥିତି ସୃଷ୍ଟି ହୋଇଛି । ମଣିପୁରର ଉଖ୍ରୁଳ ଜିଲ୍ଲାରେ ହିଂସା ଉଗ୍ର ରୂପ ନେଇଛି । ସଶସ୍ତ୍ର ହିଂସାକାରୀ ଅନେକ ଘରେ ନିଆଁ ଲଗାଇ ଦେଇଥିବା…

ସକାଳେ ବିଜେଡ଼ି ଛାଡି ଥିବା ଛାତ୍ରନେତା ସୌମ୍ୟ ପ୍ରକାଶ ସନ୍ଧ୍ୟାରେ ବିଜେପି ରେ ଯୋଗ ଦେଇଛନ୍ତି ।

ଧର୍ମଶାଳା: ସୋମବାର ସକାଳେ ବିଜେଡ଼ି ଛାଡି ଥିବା ଛାତ୍ରନେତା ସୌମ୍ୟ ପ୍ରକାଶ ସନ୍ଧ୍ୟାରେ ବିଜେପି ରେ ଯୋଗ ଦେଇଛନ୍ତି । ସୌମ୍ୟଙ୍କ ସହ ଏକାଧିକ ନେତା ପଦ୍ମ ଧରିଛନ୍ତି । ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ପୁଣି ବଡ଼ ଝଟକା । ଧର୍ମଶାଳା ନିର୍ବାଚନ ମଣ୍ଡଳୀରୁ ଜଣକ ପରେ ଜଣେ ବିଜେଡ଼ି…

ବୁଗୁଡ଼ା ରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି

ବୁଗୁଡ଼ା - ୯/ ୨/୨୬ (ଡ . କୁମୁଦ ଚନ୍ଦ୍ର ବେହେରା) ବୁଗୁଡ଼ା ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପ ଠାରେ ଆଜି ଗଞ୍ଜାମ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୧୦୪ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୭୧ ଟି…

ପଶ୍ଚିମବଙ୍ଗରେ SIR ପ୍ରକ୍ରିୟା

ପଶ୍ଚିମବଙ୍ଗରେ SIR ପ୍ରକ୍ରିୟା ସ୍ୱତନ୍ତ୍ର ସଘନ ସଂଶୋଧନର ଲକ୍ଷ୍ୟ ହେଉଛି ଭୋଟର ତାଲିକାକୁ ଅଦ୍ୟତନ କରିବା ଏବଂ ଅବୈଧ ପ୍ରବାସୀମାନଙ୍କୁ ହଟାଇବା, ଏହା ଆଗାମୀ ବିଧାନସଭାରେ ଦଖଲ କରିବାକୁ ବିଜେପିର ଯୋଜନା ଗୃହ ମନ୍ତ୍ରଣାଳୟ ଭାରତରୁ ଅବୈଧ ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ ଏବଂ…

ପି.ଏମ.ଶ୍ରୀ ବାଲିପଦର ହାଇ ସ୍କୁଲର ୬୯ ତମ ବାର୍ଷିକ ଉତ୍ସବ

ବୁଗୁଡା, ୦୯/୦୨/୨୬ : ଡ. କୁମୁଦ ଚନ୍ଦ୍ର ବେହେରା ) ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଗ୍ରାମର ପି.ଏମ.ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟର ୬୯ ତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ୦୭/୦୨/୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଦ୍ୟାଳୟର…