ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି
ଭୁବନେଶ୍ବର : ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ନୀତିରେ ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ଅନୁସୂଚିତ ଜନଜାତି ୨୨.୫୦…