୧୬ତମ ଟାଟା ଷ୍ଟିଲ୍ ଫ୍ରେଣ୍ଡସିପ୍ କପ୍: ‘ମିଡିଆ-୧୧’ ଚାମ୍ପିଅନ୍, ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: “ଖେଳକୁଦ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ମାଧ୍ୟମରେ ସମାଜରେ ଏକତା, ଭାଇଚାରା ଓ ସଦ୍ଭାବନା ସୃଷ୍ଟି ହୋଇଥାଏ। ଖେଳୁଆଡ଼ ମନୋଭାବ ଏବଂ ଭାଇଚାରା ହିଁ ସୁସ୍ଥ ସମାଜର ମୂଳଦୁଆ,” ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ…