ଆନନ୍ଦପୁର ନିଆଳି ଝରଣା ଗାଁରେ ଟ୍ରିପଲ୍‌ ମର୍ଡର

କେନ୍ଦୁଝର  : କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଖାଳିଆମେଣ୍ଟା ପଞ୍ଚାୟତ ନିଆଳି ଝରଣା ଗାଁରେ ତିନି ଜଣଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ଗୋଟିଏ ପରିବାରର ଝିଅ ସସ୍ମିତା ସୋରେନ (୧୪), ବାପା ଜିତେନ୍ଦ୍ର ସୋରେନ (୫୦), ମାଆ ମାଳତୀ ସୋରେନ (୪୬) । ପାରିବାରିକ ଗଣ୍ଡଗୋଳ କାରଣରୁ ଏଭଳି…

ବୌଦ୍ଧରେ ୭୭ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ।

ବୌଦ୍ଧ :  ୨୬।୧ - ବୌଦ୍ଧରେ ୭୭ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସହରର ଜିଲ୍ଲା ଷ୍ଟାଡିୟମଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ପରେଡ୍‌ର ମୁଖ୍ୟଅତିଥି ଭାବରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ…

୨ରୁ ୧୭ ପର୍ଯ୍ୟନ୍ତ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ।

ଭୁବନେଶ୍ବର: ରାଜ୍ୟରେ ଚାଷୀ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ପ୍ରସଙ୍ଗରେ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ଆସନ୍ତା ୨ରୁ ବିଜେଡି ରାସ୍ତାକୁ ଓହ୍ଲାଇବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ…

ଦିଲ୍ଲୀର ଲର୍ଡ଼ ଜଗନ୍ନାଥ ସୋସାଇଟି ପକ୍ଷରୁ ସରସ୍ବତୀ ପୂଜା ଆୟୋଜନ

ନୁଆଦିଲ୍ଲୀ :  ତା୨୬.୦୧. ରିଖ ଏଠାକାର ପୁଷ୍ପଵିହାର ଠାରେ ଦିଲ୍ଲୀର ଲର୍ଡ଼ ଜଗନ୍ନାଥ ସୋସାଇଟି ପକ୍ଷରୁ ୨୦ତମ ବାର୍ଷିକ ସରସ୍ବତୀ ପୂଜା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି।ଏହି ଉପଲକ୍ଷେ ପୂଜାମଣ୍ଡପକୁ ବହୁତ ରଙ୍ଗ ବେରଙ୍ଗର କପଡା,ଫୁଲ ଏବଂ ଆକର୍ଷଣୀୟ ଆଲୋକ ମାଳା ସହିତ ଭବ୍ଯ ଢଙ୍ଗରେ ସଜା…

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ଵର : ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଆମକୁ ସୁରକ୍ଷା ପ୍ରଦାନ କରୁଥିବା ଦେଶପ୍ରତି ଆମର ଭକ୍ତି, ସେବା, ଆନୁଗତ୍ୟ…

ଭାରତ ବିଷୟରେ EU ମୁଖ୍ୟଙ୍କ ବଡ଼ ବୟାନ:

ନୂଆଦିଲ୍ଲୀ: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ଐତିହାସିକ ବାଣିଜ୍ୟ ଚୁକ୍ତିନାମାକୁ ଚୂଡ଼ାନ୍ତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ନିଆଯାଇଥିବା ପରି ମନେ ହେଉଛି। ଏହି ପରିପ୍ରେକ୍ଷୀରେ, ଭାରତ ଗସ୍ତରେ ଥିବା EU ଅଧ୍ୟକ୍ଷ ଉର୍ସୁଲା ୱାନ୍ ଡେର୍ ଲେଏନ୍ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ…

ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ନୂଆଦିଲ୍ଲୀ : ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରି ଆଡେ ଫର ଫର ହୋଇ ଉଡୁଛି ଜାତୀୟ ପତାକା ତ୍ରିରଙ୍ଗା । ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି…

ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

କଟକ : ବାରବାଟୀରେ ଷ୍ଟାଡିୟମରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ଯେ ଅଗଷ୍ଟ ୧୫, ୧୯୪୭ ମସିହାରେ ପରାଧୀନତାର ଜଞ୍ଜିରରୁ…

ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି ।

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଭବ୍ୟ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ପରେଡରେ ୫୪ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଛନ୍ତି ।…

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

ଭୁବନେଶ୍ଵର : ଭାରତର ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ଓଡ଼ିଶା ଲୋକଭବନଠାରେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି ସମ୍ବର୍ଦ୍ଧିତ କରିଛନ୍ତି। ଶୁକ୍ରବାର ଦିନ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଦିନିଆ ଓଡ଼ିଶା ଗସ୍ତ ଅବସରରେ ଉପ-ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଲୋକଭବନର ନ୍ୟୁ…