ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ।
ଭୁବନେଶ୍ୱର : ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ।
ଏହି ୬-ଲେନ୍ ବିଶିଷ୍ଟ ହାଇସ୍ପିଡ୍ କରିଡର ପାଇଁ ପୂର୍ତ୍ତ ବିଭାଗର…