ବାତ୍ୟା ‘ଅର୍ଣ୍ଣବ’ ଜନିତ କ୍ଷୟକ୍ଷତି ଆକଳନ ପାଇଁ ଆନ୍ତଃ-ମନ୍ତ୍ରଣାଳୟ କେନ୍ଦ୍ରୀୟ ଦଳର ଗଜପତି ଜିଲ୍ଲା ଗସ୍ତ..।
ମୋହନା (ମନୋଜ କୁମାର ପାଢୀଙ୍କ ରିପୋର୍ଟ)ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହା ପରବର୍ତ୍ତୀ ବନ୍ୟା ଯୋଗୁଁ ଗଜପତି ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ୮ ଜଣିଆ ଆନ୍ତଃ-ମନ୍ତ୍ରଣାଳୟ କେନ୍ଦ୍ରୀୟ ଦଳ ଆଜି ଜିଲ୍ଲା ଗସ୍ତରେ ଆସି ସମୀକ୍ଷା କରିଛନ୍ତି।
କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ…