ଜାତୀୟ ପୁରସ୍କାର ପାଇବାକୁ ଓଡ଼ିଶାର ହିର୍ଲି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ମନୋନିତ

ଭୁବନେଶ୍ୱର : ସାରା ଦେଶର 800 ରୁ ଅଧିକ ବିଦ୍ୟାଳୟରେ ଅନୁଷ୍ଠିତ ମଡେଲ ଯୁବ ଗ୍ରାମ ସଭା କାର୍ଯ୍ୟକ୍ରମରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲା ହିର୍ଲିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଦ୍ୱିତୀୟ ପୁରସ୍କାର ହାସଲ କରିଛି। ତୃଣମୂଳ ସ୍ତରରେ ଛାୟା ଗ୍ରାମସଭା ଆୟୋଜନ କରି ଏଥିରେ ବିଦ୍ୟାଳୟ…

ଅନୁକୂଳ ହେଲା ପ୍ରଥମ ରଥକାଠ

ପୁରୀ : ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ପ୍ରଥମ କାଠ । ଶ୍ରୀକ୍ଷେତ୍ରରେ ରଥକାଠ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ଉପସ୍ଥିତିରେ କରାଗଲା ଅନୁକୂଳ । ଆଜି ପବିତ୍ର ଶ୍ରୀ ପଞ୍ଚମୀ ଉପଲକ୍ଷେ ଶ୍ରୀମନ୍ଦିରରେ ଚଳିତ ଚଳିତ ବର୍ଷର ରଥଯାତ୍ରା…

ନେତାଜୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

କଟକ : କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ନୂଆ ରୂପ ପାଇବ । ଆଜି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସାଂସ୍କୃତିକ ଓ ମନୋରଞ୍ଜନ ସ୍ଥଳରେ ପରିଣତ କରାଯିବ, ଏହା ଦ୍ୱାରା ପର୍ଯ୍ୟଟନକୁ ପ୍ରୋତ୍ସାହନ ମିଳିବ । ସାମଗ୍ରିକ ସହରୀ ପରିବେଶରେ ଉନ୍ନତି ଆସିବ ।…

ନେତାଜୀଙ୍କ ପରାକ୍ରମ, ସୌର୍ଯ୍ୟ ଆମକୁ ପ୍ରେରଣା ଦିଏ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩/୦୧; ପରାକ୍ରମ ଦିବସ ଅବସରରେ ବିଶେଷ କରି ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅଭିଭାଷଣ ରଖିଛନ୍ତି । ସମସ୍ତ ଦେଶବାସୀଙ୍କୁ ପରାକ୍ରମ ଦିବସର ଶୁଭେଚ୍ଛା ଜଣାଇ ଭିଡ଼ିଓ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ଶ୍ବଶୁର ପେଟ୍ରୋଲ ଢାଳି ପୋଡ଼ି ମାରିଦେବାକୁ ଉଦ୍ୟମ ।

ପଟ୍ଟାମୁଣ୍ଡାଇ :  ବୋହୂର ଅଭିଯୋଗ ଶ୍ବଶୁର ପେଟ୍ରୋଲ ଆଣିଲେ, ଶୋଇବା ଘରେ ଢାଳି ଜାଳିଦେଲେ । ଶାଶୁ ପାଖରେ ଥିଲେ ହେଲେ ପ୍ରତିବାଦ କଲେନି । ସବୁ କିଛି ଜଳିଗଲା କିନ୍ତୁ ସେ ବାହାରକୁ ଆସିବାରୁ ବଞ୍ଚିଗଲେ । ଏଥିଲା ଜଣେ ବୋହୂର ଅଭିଯୋଗ । ଆଉ ଶ୍ବଶୁର ଓ ସ୍ବାମୀଙ୍କ କଥା ଶୁଣିଲେ ଆପଣଙ୍କୁ…

ନବୀନ ନିବାସ ଆଗରେ ଅରବିନ୍ଦଙ୍କ ସମର୍ଥକଙ୍କ ଭିଡ଼

ଭୁବନେଶ୍ୱର :  ନବୀନ ନିବାସ ଆଗରେ ଭିଡ଼ ଲଗାଇଛନ୍ତି ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ । କାହିଁକି ଅରବିନ୍ଦଙ୍କୁ ଦଳରୁ ନିଲମ୍ବିତ କରାଗଲା ତାହାକୁ ନେଇ ଜବାବ ଜାଣିବାକୁ ଆସିଛନ୍ତି ସମର୍ଥକ । ପାଟକୁରାକୁ ନ୍ୟାୟ ଦିଅ ବୋଲି ସମର୍ଥକ ମାନେ କହିଛନ୍ତି ।…

ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ଦେବ ପ୍ରାର୍ଥୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ନିର୍ବାଚନ ପାଇଁ ପ୍ରାର୍ଥୀ ଦେବ କଂଗ୍ରେସ। ହାର୍ ଜିତ୍ ପାଇଁ ଭୟ ନାହିଁ। କିନ୍ତୁ ଆମେ ପ୍ରାର୍ଥୀ ଦେବୁ। ଦଳ ବାହାରୁ ହେଉ କି ଭିତର, ଆମେ ପ୍ରାର୍ଥୀ…

ୱାର୍ଲଡ ଓଡ଼ିଶା ସୋସାଇଟି ବିଶ୍ୱ ୧୫ ବିଶ୍ୱଭରି ଓଡ଼ିଆଙ୍କ ପାଇଁ ସମର୍ପିତ

ନୂଆଦିଲ୍ଲୀ  ; ୱାର୍ଲଡ ଓଡ଼ିଶା ସୋସାଇଟି (ୱାଓସୋ) ବିଶ୍ୱଭରି ଓଡ଼ିଆଙ୍କର ସାମଗ୍ରିକ କଲ୍ୟାଣ ପାଇଁ ସଦା ସମର୍ପିତ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତ ପ୍ରକାଶ କରିଛନ୍ତି। ୱାଓସୋର ପଞ୍ଚମ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆଦିଲ୍ଲୀର ସିଭିଲ ସର୍ଭିସ ଅଫିସର୍ସ ଇନଷ୍ଟିଚ୍ୟୁଟଠାରେ ଆୟୋଜିତ ଉତ୍କଳ…

ତୃତୀୟ ବିଳାସୁଣୀ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

ବିଳାସୁଣୀ/ ଭୁବନେଶ୍ବର  ; କଟକ ଜିଲ୍ଲା ନିଆଳି ବ୍ଳକ ଅନ୍ତର୍ଗତ ବିଳାସୁଣୀ ଗ୍ରାମରେ ତୃତୀୟ ବିଳାସୁଣୀ ମହୋତ୍ସବ-୨୦୨୬ ପାଇଁ ଏବେ ଜୋରସୋରରେ ପ୍ରସ୍ତୁତି ଚାଲିଥିବା ଜଣାଯାଇଛି। ଚଳିତ ଜାନୁୟାରୀ ମାସ ୩୦ ରୁ ଆସନ୍ତା ଫେବୃୟାରୀ ୧ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଆୟୋଜିତ ହେବାକୁ ଥିବା ଏହି…

ମାଆ ବାଗ୍ଦେବୀ

ଈଶ୍ୱର ସୃଷ୍ଟିର ସମସ୍ତ ପ୍ରାଣୀଙ୍କୁ ନିଜ ଭାବ ବ୍ୟକ୍ତ କରିବାର ସାମର୍ଥ୍ୟ ପ୍ରଦାନ କରିଅଛନ୍ତି l କିନ୍ତୁ ସେ କେବଳ ଏକମାତ୍ର ଜୀବ ମଣିଷକୁ କଥାକହି ନିଜ ଭାବ ପ୍ରକାଶ କରିବାର ଶକ୍ତି ଦେଇଛନ୍ତି l ମନୁଷ୍ୟ ଏଣୁ ଏକ କଥାକୁହା ପ୍ରାଣୀ,କଥା ବା ବାଣୀଦ୍ୱାରା ସେ ନିଜର ଭାବକୁ ବ୍ୟକ୍ତ କରି ଥାଏ l…