୨୪ରୁ ଗଡ଼ିବନି ଘରୋଇ ବସ୍‌

କଟକ : ୨୪ରୁ ଗଡିବନି ଘରୋଇ ବସ୍‌। ମୁଖ୍ୟମନ୍ତ୍ରୀ ବସ୍‌ ବ୍ଲକରୁ ଜିଲ୍ଲା ହେଡ୍‌ କ୍ଵାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ବସ୍‌ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘ ଦାବି କରିଛି। ଆସନ୍ତା ୨୩ ତାରିଖ ସୁଦ୍ଧା ଦାବିର ସମାଧାନ କରିବା ପାଇଁ ସଂଘ ଚେତାବନୀ ଦେଇଛି।…

ମିଡ୍‌ ଡେ’ ଅପରେସନ ବି ଫେଲ୍‌ ହୋଇଛି ବୋଲି ଗଣମାଧ୍ୟମରେ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି…

ଭୁବନେଶ୍ୱର : ବିଜେଡି ବିରୋଧରେ ଚାଲିଥିଲା ମିଡ୍‌ ଡେ ଅପରେସନ । ଦଳକୁ ଦୁର୍ବଳ କରିବାକୁ ଏକ ବଡ ଷଡଯନ୍ତ୍ର କରାଯାଇଥିଲା । ଯାହାକୁ ଶକ୍ତ ଧକ୍କା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମିଡ୍‌ ଡେ’ ଅପରେସନ ବି ଫେଲ୍‌ ହୋଇଛି ବୋଲି ଗଣମାଧ୍ୟମରେ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡି…

ସୁନ୍ଦରଗଡ ଗୋଷ୍ଠୀ ସଂଘର୍ଷ ଘଟଣାରେ ୬ ଗିରଫ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣାରେ ଆକ୍ସନ୍ ମୋଡରେ ଆସିଛି ପୁଲିସ୍‌। ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଶାନ୍ତି କମିଟି ବୈଠକରେ ସମସ୍ତ ନାଗରିକ ଦାବି କରିଥିଲେ। ଗତକାଲି ରାତିରୁ ଟାଉନ୍ ଥାନା ପୁଲିସ୍‌ ସହରର ବିଭିନ୍ନ ସ୍ଥାନରେ ଚଢ଼ଉ କରି ଉଭୟ…

ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ମାରିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ।

କଟକ : ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ମାରିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ହୋଇଛି । ଜେଲ ଅଧୀକ୍ଷକଙ୍କ ନାଁରେ ଜେଲର ଅଭିଯୋଗ କରିବା ସହ ଏଫଆଇଆର ଦେଇଛନ୍ତି । ଦୁଇ ବିହାରୀ ଜଏଦୀ ଖସିଯିବା ଘଟଣା ଉଠାଇ ସାଂଘାତିକ ଅଭିଯୋଗ ଆଣିଛନ୍ତି ଜେଲର । ଏନେଇ ଅଧୀକ୍ଷକ ସୁଜିତ ରାଉଳଙ୍କ ନାଁରେ…

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୧୪/୦୧ : ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ। ବୈତରଣୀର ଶବ୍ୟା କାବେରୀ ଘାଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପତ୍ନୀକ ବୁଡ଼ ପକାଇଛନ୍ତି। ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ କେନ୍ଦୁଝର ଗସ୍ତରେ ଅଛନ୍ତି। ପାଟଣା ରାଜନଗରରେ ପହଞ୍ଚି ବୈତରଣୀର ଶବ୍ୟା କାବେରୀ ଘାଟରେ ପୂଜାର୍ଚ୍ଚନା…

କେଶରା ଉପ୍ରା ପ୍ପ୍ରାଥମିକ ବିଦ୍ୟାଳୟ ତାଲୁକ୍ ସ୍ଥରିଅ ଆଇନ ସେବା ପ୍ରାଧିକରଣ

ଗଜପତି  : ମୋହନା ଗଜପତି ତରଫରୁ କେଶରା ଉପ୍ରା ପ୍ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟ୍ୟରେ ବିବେକାନନ୍ଦଙ୍କ ଜୟନ୍ତୀ,ଯୁବ ସମ୍ମିଳନୀ, ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମର ମୁଖ୍ୟାଉଧେଶ୍ୟ ଥିଲା ନିଶା ମୁକ୍ତ ଗ୍ରାମ ଓ ନିଶା ମୁକ୍ତ ଭାରତ ଗଠନ ର ଆଭିମୁଖ୍ୟ ଥିଲା, ଏହି କାର୍ଯକ୍ରମ…

ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ,

ଭୁବନେଶ୍ବର : ବର୍ଷେ ଭିତରେ ତୁଟିଲାନି ଶ୍ରୀଲିଙ୍ଗରାଜଙ୍କ ନବାଙ୍କ ବେଢ଼ା ବିବାଦ। ଆଜି ମକର ସଂକ୍ରାନ୍ତିରେ ବି ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଗତକାଲି ସନ୍ଧ୍ୟାରୁ ନୀତିକାନ୍ତି ବନ୍ଦ ରହିଛି। ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ରହିଛନ୍ତି ଲିଙ୍ଗରାଜ। ଏବେ…

ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ। ବଡ଼ ମହାସ୍ନାନ ପରେ ସ୍ବାଭାବିକ ହେଲା ଦର୍ଶନ। ଦେଢ଼ ଘଣ୍ଟା ଧରି ବନ୍ଦ ରହିଥିଲା ଦର୍ଶନ । ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବାରୁ ଠାକୁରଙ୍କ ବଡ଼ ମହାସ୍ନାନ ହୋଇଥିଲା । ସୂଚନା ଅନୁଯାୟୀ, ବୁଧବାର ମକର…

ମୋକ୍ଷପର୍ବ ଉତ୍ତରାୟଣ

ଧର୍ମେଚାର୍ଥେ ଚ କାମେଚ ମୋକ୍ଷେଚ ଭରତର୍ଷଭ l ଯଦିହାସ୍ତୀ ତଦନ୍ୟତ୍ର ଯନ୍ନେ ହାସ୍ତୀ ନ କୁତ୍ରଚିତ ll ଧର୍ମ, ଅର୍ଥ,କାମ, ମୋକ୍ଷ ହେଉଛି ମହା ଭାରତୀୟ ଜୀବନଧାରାର ଚାରିଗୋଟି ପ୍ରଧାନ ପୁରୁଷାର୍ଥ l ସେ ସମସ୍ତ ବିଷୟରେ ଏଥିରେ (ମହାଭାରତରେ) ଯାହା ଅଛି, ତାହା ଅନ୍ୟ କେଉଁ ଠାରେ ଥାଇ ପାରେ…

ମକର ସଂକ୍ରାନ୍ତିରେ ଘଟଗାଁ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ସମାଗମ

କେନ୍ଦୁଝର : ମକର ସଂକ୍ରାନ୍ତିରେ ଘଟଗାଁ ମା ତାରିଣୀଙ୍କ ପୀଠରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳୁଛି | ସକାଳୁ ସେବାୟତ ମାନେ ମାଙ୍କୁ ପ୍ରଥମେ ମହାସ୍ନାନ, ମାଜଣା, ବଡ ସିଂହାର ବେଶ, ମଙ୍ଗଳ ଆଳତୀ ସମେତ ଯଥା ରିତିକାନ୍ତିରେ ପୂଜାର୍ଚ୍ଚନା କରିଛନ୍ତି। ମାଙ୍କୁ ସୁନାବେଶରେ ସଜ୍ଜିତ କରାଯାଇଛି।…