ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ

ଭୁବନେଶ୍ବର : ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଉତ୍ତର ରଖିଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ : ସମ୍ବଲପୁରରେ ଏକ ନୂତନ କେନ୍ଦ୍ର ସରକାରୀ ସ୍ୱାସ୍ଥ୍ୟ ଯୋଜନା (CGHS) ୱେଲନେସ୍ ସେଣ୍ଟର ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ସବୁପ୍ରକାର ଅନୁମୋଦନ ପ୍ରଦାନ କରି ସାରିଛନ୍ତି। ଏହା ଖୁବ ଶୀଘ୍ର ସମ୍ବଲପୁରରେ ସ୍ଥାପନା ହେବାକୁ ଯାଉଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର…

ମାନେକଶା ସେଣ୍ଟରଠାରେ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଭାରତ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୂଆଦିଲ୍ଲୀର ମାନେକଶା ସେଣ୍ଟରଠାରେ ଏକ ଜାତୀୟ ସ୍ତରର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ।…

‘ଭାରତୀ-ନାରୀ ସେ ନାରାୟଣୀ’ର ଉଦଯାପନୀ ଅଧିବେଶନରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ନୂଆଦିଲ୍ଲୀ : ବିଚାରଗତ ଭ୍ରାନ୍ତି ଦୂର କରି ମାତୃଶକ୍ତିର ସଶକ୍ତିକରଣ ବର୍ତ୍ତମାନ ସମୟର ଆହ୍ୱାନ ବୋଲି ଆଜି ନୂଆଦିଲ୍ଲୀ ଠାରେ ‘ଭାରତୀ-ନାରୀ ସେ ନାରାୟଣୀ’ର ଉଦଯାପନୀ ଅଧିବେଶନ ‘କୃତି’ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ‘ଅନ୍ତର୍ଜାତୀୟ ମହିଳା ଦିବସ’…

ଇତିହାସ ରଚିଲା ଭାରତ: ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ପୁଣିଥରେ ହେଲା ବିଶ୍ଵ ବିଜେତା

ବି.ବି. ନିୟୁଜ : ଆଇସିସି ବିଶ୍ୱକପ ଟି-୨୦ ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୯୬ ରନରେ ହରାଇ ଟାଇଟଲ ହାତେଇଲା ଭାରତ। ଭାରତର ଘାତକ ବୋଲର ଏବଂ ବ୍ୟାଟ୍ସମ୍ୟାନଙ୍କ ସାମ୍ନାରେ ପରାଜୟ ହେଲା ନ୍ୟୁଜିଲାଣ୍ଡ। ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆଇସିସି ଟି-୨୦ ବିଶ୍ୱକପ ଫାଇନାଲ…

ଜେଡିୟୁରେ ଯୋଗଦେଲେ ନୀତିଶ କୁମାରଙ୍କ  ପୁଅ ନିଶାନ୍ତ

ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତିଶ କୁମାରଙ୍କ  ପୁଅ ନିଶାନ୍ତ କୁମାର(୫୦) ଆଜି ଆନୁଷ୍ଠାନିକ ଭାବରେ ଦଳରେ ଯୋଗ ଦେଇଛନ୍ତି। ତାଙ୍କ ପିତା ଦୁଇ ଦଶନ୍ଧିରୁ ଅଧିକ ସମୟ ମୁଖ୍ୟମନ୍ତ୍ରୀ ରହିବା ପରେ ରାଜ୍ୟସଭାକୁ ଯିବାକୁ ପ୍ରସ୍ତୁତ ହେଉଥିବା ବେଳେ ନିଶାନ୍ତ ତାଙ୍କର…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କୁ ଅପମାନିତ କରାଯିବା ଏବଂ ସାନ୍ତାଳ ସଂସ୍କୃତି ପ୍ରତି ଅବହେଳା ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣା ଲଜ୍ଜାଜନକ ଏବଂ ପୂର୍ବରୁ କେବେ ଏଭଳି…

ପୁଣ୍ୟଉତ୍କଳ ମହିଳା ମହାସଂଘ ଦ୍ଵାରା ଆୟୋଜିତ ଅର୍ନ୍ତଜାତୀୟ ମହିଳା ଦିବସ ପାଳିତ।

ଭୁବନେଶ୍ୱର : ତା ୦୮/୦୩/୨୦୨୬ ରିଖ ରବିବାର "ଲୋହିଆ ଏକାଡେମୀ", ୟୁନିଟ-୯, ଭୁବନେଶ୍ୱର ଠାରେ 'ପୁଣ୍ୟଉତ୍କଳ' ମହିଳା ମହାସଂଘ ଦ୍ଵାରା ଅନ୍ତର୍ଜାତୀୟ ମହିଳା ଦିବସ-୨୦୨୬, ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ କାଯ୍ୟକ୍ରମରେ ଉଦ୍ଘାଟିକା ଭାବେ ଯୋଗ ଦେଇଥିଲେ ପ୍ରଫେସର ଡ଼. ପଦ୍ମଜା…

ସୁଭଦ୍ରା ହିତାଧିକାରୀ ପାଇଲେ ଚତୁର୍ଥ କିସ୍ତି

ପୁରୀ : ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା । ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଖାତାକୁ ଏହି ଟଙ୍କା ପଠାଇଛନ୍ତି । ରାଜ୍ୟର ୧ କୋଟି ୨…

‘ମହିଳା ସଶକ୍ତିକରଣର ସୁନାମି ଆସିଛି, ଓଡ଼ିଶା ପ୍ରଗତିପଥେ ଅଗ୍ରସର ହେଉଛି’: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ମହିଳାମାନଙ୍କୁ ସମ୍ମାନିତ କରିବା ପାଇଁ ଭୁବନେଶ୍ୱରସ୍ଥିତ ମେ’ଫେୟାର କନଭେନସନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ…