UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର୍ୟାଙ୍କ ୧୦୦ ହାସଲ କରିଥିବା କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ପିତାମାତାଙ୍କ ସହ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ…