ବ୍ୟାରିକେଟ ଭାଙ୍ଗି ପୋଲ ତଳକୁ ଖସିଲା କାର

ପୁରୀ : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ର ନିର୍ମଳା ଗ୍ରାମ୍ୟଛକ ନିକଟରେ ଶୁକ୍ରବାର ସକାଳେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିବା ଓଡି-୧୯-ପି-୭୫୧୧ ନମ୍ବର ବିଶିଷ୍ଟ କାରଟି କୌଣସି କାରଣରୁ ଭାରସାମ୍ୟ ହରାଇ ରାସ୍ତା କଡ଼ ଲୁହା ବାରିକେଟ କୁ ଧକ୍କା…

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ। ମୁଣ୍ଡଳୀ, ପାରାଦୀପ ଓ ଜଟଣୀ ପରେ ଭୁବନେଶ୍ୱରଭ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡିଆରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ଶାହ। ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ। ନିର୍ଦ୍ଧାରିତ ସମୟ…

ଟିମ ଇଣ୍ଡିଆର ଚମତ୍କାର ବିଜୟ

ମୁମ୍ବାଇ : ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ଏବେ ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୭ ୱିକେଟ୍ ହରାଇ ୨୫୩ ରନ୍ କରିଥିଲା। ଜବାବରେ ଇଂଲଣ୍ଡ ମଧ୍ୟ କଡା ଟକ୍କର ଦେଇଥିଲା। ଇଂଲଣ୍ଡ ୨୦ ଓଭରରେ…

‘ଗୋ-ହୋମଷ୍ଟେ’ ପୋର୍ଟାଲ୍ ଶୁଭାରମ୍ଭ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍  ହୋଟେଲରେ ‘ଗୋ-ହୋମଷ୍ଟେ’ (Go-Homestay) ପୋର୍ଟାଲର ଶୁଭାରମ୍ଭ କରିଛନ୍ତି।  ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ନବୀନଙ୍କୁ ଶ୍ରୀମୟୀଙ୍କ ପ୍ରଶ୍ନ : ବିଜୁବାବୁଙ୍କ ପ୍ରିୟ ଲୋକଙ୍କୁ ସମର୍ଥନ କରି କୃତଜ୍ଞତା ପ୍ରକାଶ କରିବା ଉଚିତ ନୁହେଁ…

ବି.ବି.ନିୟୁଜ :  ଆଜି ବିଜୁ ଜୟନ୍ତୀ ଅବସରରେ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶ୍ରୀମୟୀ ମିଶ୍ରଙ୍କ ଟାର୍ଗେଟ। ବିରୋଧୀ ଦଳ ନେତାଙ୍କ ଉଦ୍ଦେଶ୍ୟରେ ଅନେକ ପ୍ରଶ୍ନ ଉଠାଇଛନ୍ତି ଶ୍ରୀମୟୀ। କହିଛନ୍ତି, ଦୀର୍ଘ ତିନି ଦଶନ୍ଧି ଧରି ଯେଉଁ ବ୍ୟକ୍ତି କ୍ଷମତାରେ…

ବିଜୁ ବାବୁ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଭୁବନେଶ୍ୱର : ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ ରାଜନୀତିରୁ ଊର୍ଦ୍ଧ୍ୱରେ ରହି ଓଡ଼ିଶାର ବିକାଶ ପାଇଁ ବ୍ରତୀ ଥିଲେ । ବିଜୁ ବାବୁ ଯେଉଁ କ୍ଷେତ୍ରରେ ହାତ ରଖୁଥିଲେ, ତାହା ସୁନା ପାଲଟି ଯାଉଥିଲା । ଅତୀତର ନାୟକ ନୁହେଁ, ବରଂ ଆଧୁନିକ ଓଡ଼ିଶାର ନିର୍ମାତା ଭାବେ ବିଜୁ ବାବୁ…

ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ହଠାତ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏହି ପଦକ୍ଷେପକୁ ଏକ ପ୍ରମୁଖ ରାଜନୈତିକ ଘଟଣା ବୋଲି ବିବେଚନା କରାଯାଉଛି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ ବଙ୍ଗଳାର ରାଜ୍ୟପାଳ ଭାବରେ ଦାୟିତ୍ୱ…

ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ବାର୍ଷିକ ପାଳନ

ମାଲକାନଗିରି : ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀରେ ଜିଲ୍ଲା ପାଳ କାର୍ଯ୍ୟାଳୟ ସମ୍ମୁଖ ରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ମାଲକାନଗିରି ବିଜେଡି ଜିଲ୍ଲା ସଭାପତି…

ଖାମେନେଇଙ୍କ ମୃତ୍ୟୁରେ ଭାରତର ଶୋକ, ଅର୍ଦ୍ଧନମିତ ହେଲା ପତାକା

ନୂଆଦିଲ୍ଲୀ : ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନିଙ୍କ ମୃତ୍ୟୁରେ ଭାରତ ଶୋକ ପ୍ରକାଶ କରିଛି। ଅଲି ଖାମେନିଙ୍କ ମୃତ୍ୟୁ ପରେ ଦିଲ୍ଲୀରେ ଥିବା ଇରାନ ଦୂତାବାସ ଏହାର ପତାକା ଅର୍ଦ୍ଧନମିତ କରିଛି। ଇସ୍ରାଏଲ ଏବଂ ଆମେରିକାରେ ହୋଇଥିବା ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିଲା। ଭାରତ…

ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ମନମୋହନ-ସୁଜିତ୍-ଦିଲ୍ଲୀପ୍

ଭୁବନେଶ୍ଵର : ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି। ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ…