ଘାଟିରେ ଓଲଟିଲା ଯାତ୍ରା ପାର୍ଟି ବସ୍
ଦେବଗଡ଼:ଦେବଗଡ ଜିଲ୍ଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗାପଥର ଘାଟିରେ ଅଭାବନୀୟ ଘଟଣା ଘଟିଛି। ଡଙ୍ଗାପଥର ଘାଟିରେ ଭାରସାମ୍ୟ ହରାଇ ଅପେରା ୱେଷ୍ଟର୍ଣ୍ଣ ଓଡିଶା ଯାତ୍ରା ପାର୍ଟି ବସ ଓଲଟି ପଡିଛି। ଫଳରେ ୨୦ ରୁ ଅଧିକ କଳାକାର ଆହତ ହୋଇଛନ୍ତି । ଡଙ୍ଗାପଥର ଗାଁରୁ ଯାତ୍ରା ସାରି ଘରକୁ…