୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ।
ମୋହନା : ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପିଲିପାଜୁ ଗାଁ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ଗଚ୍ଛିତ କରି ରଖା ଯାଇଥିବା…