ଶପଥ ନେଲେ ମଣିପୁର ମୁଖ୍ୟମନ୍ତ୍ରୀ
ବି.ବି.ନିୟୁଜ: ମଣିପୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ବିଜେପିର ୟୁମନାମ୍ ଖେମଚାନ୍ଦ ସିଂହ । ଆଜି ଅପରାହ୍ନରେ ମଣିପୁରରୁ ରାଷ୍ଟ୍ରପତି ଶାସନ ହଟିଥିଲା ।
ମଣିପୁରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ୟୁମନାମ୍ ଖେମଚାନ୍ଦ ସିଂହ । ମଣିପୁର ଲୋକଭବନରେ ରାଜ୍ୟପାଳ…