ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟରେ ବାୟୁ ସେନାର ଏକ ସ୍ବତନ୍ତ୍ର ବିମାନରେ ସେ ପହଞ୍ଚିଥିଲେ। ବିମାନ ବନ୍ଦରରେ ରାଜ୍ୟପାଳ ଡ ହରିବାବୁ କୁମ୍ଭମପଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ବରିଷ୍ଠ ଅଧିକାରୀଗଣ ତାଙ୍କୁ…

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା

ନୂଆଦିଲ୍ଲୀ: ଭାରତ ଉପରେ ଆମେରିକା ଶୁଳ୍କ ହ୍ରାସ କରିଛି। ୨୫% ରୁ ୧୮% କୁ ଆମେରିକା ଶୁଳ୍କ ହ୍ରାସ କରିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବା ପରେ ଡୋନାଲ୍ଡ ଟ୍ରମ୍ପ ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟରେ ଏହି ସୂଚନା ସେୟାର କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର :  ନୂଆ ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗର ଚିଠି। ମାର୍ଚ୍ଚ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଫେବୃଆରୀ ୧୨ ରୁ ୨୧ ଯାଏଁ ପୌରାଞ୍ଚଳ…

ମହାନଦୀ ପ୍ରସଙ୍ଗରେ ବିଜେଡ଼ିକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ ।

ସମ୍ବଲପୁର : ମହାନଦୀ ସମସ୍ୟା ପ୍ରସଙ୍ଗରେ ବିରୋଧୀ ବିଜୁ ଜନତା ଦଳକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ମହାନଦୀ ହେଉଛି ପ୍ରକୃତିର ବରଦାନ । ମହାନଦୀର ଅଧାଅଂଶ ଛତିଶଗଡ ରେ ଓ ଅଧାଅଂଶ ଓଡ଼ିଶାରେ ରହିଛି । ହୀରାକୁଦ ବନ୍ଧ ପର୍ଯ୍ୟନ୍ତ ୮୭ ପ୍ରତିଶତ ଛତିଶଗଡ ପାଖରେ…

ସାହିତ୍ୟ ଆଲୋଚନା ଚକ୍ରରେ ଉନ୍ମୋଚନ ହେଲା ପତ୍ରିକା ‘ଅନ୍ନପୂର୍ଣ୍ଣା’ ଓ ‘ତଥାପି ସରି…

କଲକାତା(୨/୨): କଲକାତା ଅନ୍ନପୂର୍ଣ୍ଣା ସାହିତ୍ୟ ପରିଷଦ ଦ୍ୱାରା ଏକ ଓଡ଼ିଆ ସାହିତ୍ୟ ଆଲୋଚନା ଚକ୍ରରେ ପୁସ୍ତକ ଲୋକର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଅଛି । ଅନ୍ନପୂର୍ଣ୍ଣା ସାହିତ୍ୟ ପରିଷଦର ଉପଦେଷ୍ଟା ଡକ୍ଟର କୃଷ୍ଣଚନ୍ଦ୍ର ଭୂୟାଁ ଓ ରେଣୁକା ରଥଙ୍କ ଯୁଗ୍ମ ପୌରହିତ୍ୟରେ ଆଲୋଚନା ଚକ୍ରଟି…

ସୁବର୍ଣ୍ଣପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ୨୭୬ କୋଟି ଟଙ୍କାର ପ୍ରକଳ୍ପ ଭେଟି

ସୋନପୁର : ସୁବର୍ଣ୍ଣପୁର ଜିଲା ସଂସ୍କୃତି ସମ୍ପନ୍ନ। ଏହି ମାଟିରେ ସନ୍ଥକବି ଭୀମ ଭୋଇଙ୍କ ସମାଧି ପୀଠ ରହିଛି। ଯେଉଁ ସନ୍ଥଙ୍କ କାଳଜୟୀ ବାଣୀ ‘ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ…’ କେବଳ ରାଜ୍ୟ ଓ ଭାରତ କାହିଁକି; ଜାତିସଂଘର କେନ୍ଦ୍ରୀୟ ଗୃହରେ ଲିପିବଦ୍ଧ ହୋଇ ରହିଛି।…

ବଜେଟକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି କି, ଏହି ବଜେଟ୍ ଐତିହାସିକ ।

ଭୁବନେଶ୍ବର : ରବିବାର ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ । ତେବେ ଏହି ବଜେଟକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି କି, ଏହି ବଜେଟ୍ ଐତିହାସିକ । ଏହି ବଜେଟରେ ଶିଳ୍ପ ଏବଂ କୃଷିକୁ ପ୍ରାଧାନ୍ୟ ଦିଆଯାଇଛି । ଆର୍ଥିକ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ

ବି.ବି.ନିୟୁଜ :   କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍‌ ଉପରେ ମୁଁ ମୋର ନିରାଶା ପ୍ରକାଶ କରୁଛି। ବଜେଟ୍‌ରେ ଓଡ଼ିଶା ଏବଂ ଏହାର…