ଆଜିଠୁ ଆଦିବାସୀ ପଡ଼ିଆରେ ଆରମ୍ଭ ହେବାକୁ ଯାଉଛି ଆଦିବାସୀ ମେଳା ।
ଭୁବନେଶ୍ୱର : ଭୁବନେଶ୍ୱରରେ ଆଜିଠୁ ୟୁନିଟି-୧ ସ୍ଥିତ ଆଦିବାସୀ ପଡ଼ିଆରେ ଆରମ୍ଭ ହେବାକୁ ଯାଉଛି ଆଦିବାସୀ ମେଳା । ଯାହା ଫେବ୍ରୁଆରୀ ମାସ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ।ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଦିବାସୀ ମେଳାକୁ ଉଦ୍ଘାଟନ କରିବେ। ଏଥର ମେଳା ସକାଳ ସାଢେ ୨ଟାରୁ ରାତି ୯ଟା…