ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି
ଭୁବନେଶ୍ଵର : ଭାରତର ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ଓଡ଼ିଶା ଲୋକଭବନଠାରେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି ସମ୍ବର୍ଦ୍ଧିତ କରିଛନ୍ତି। ଶୁକ୍ରବାର ଦିନ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଦିନିଆ ଓଡ଼ିଶା ଗସ୍ତ ଅବସରରେ ଉପ-ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଲୋକଭବନର ନ୍ୟୁ…