ଦୁର୍ନୀତି ବିରୋଧୀ ସଚେତନତାର ବାର୍ତ୍ତା ନେଇ ବାଲେଶ୍ୱରରେ ଆୟୋଜନ ହେଲା ମାରାଥନ୍ ରାଲି
ବାଲେଶ୍ୱର, ୨୭ ଅକ୍ଟୋବର, (କୃଷ୍ଣ କୁମାର ମହାନ୍ତି): ଦୁର୍ନୀତିମୁକ୍ତ ସମାଜ ଗଠନ, ସ୍ୱଚ୍ଛତା ଓ ସଚ୍ଚୋଟତାର ମୂଲ୍ୟବୋଧ ପ୍ରତି ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ଅବସରରେ ବାଲେଶ୍ୱର ଜିଲ୍ଲା ଭିଜିଲାନ୍ସ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ସକାଳେ…