ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକ
ଭୁବନେଶ୍ୱର : ଓଲିଉଡ ଜଗତର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକ ହୋଇଛି । ୫୪ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍ଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ଲିଭର ଜନିତ ସମସ୍ୟାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ଅଭିଜିତ୍ । ଏକ ସପ୍ତାହ…