ତୃତୀୟ ବିଳାସୁଣୀ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି
ବିଳାସୁଣୀ/ ଭୁବନେଶ୍ବର ; କଟକ ଜିଲ୍ଲା ନିଆଳି ବ୍ଳକ ଅନ୍ତର୍ଗତ ବିଳାସୁଣୀ ଗ୍ରାମରେ ତୃତୀୟ ବିଳାସୁଣୀ ମହୋତ୍ସବ-୨୦୨୬ ପାଇଁ ଏବେ ଜୋରସୋରରେ ପ୍ରସ୍ତୁତି ଚାଲିଥିବା ଜଣାଯାଇଛି। ଚଳିତ ଜାନୁୟାରୀ ମାସ ୩୦ ରୁ ଆସନ୍ତା ଫେବୃୟାରୀ ୧ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଆୟୋଜିତ ହେବାକୁ ଥିବା ଏହି…