ଗୁଜୁରାଟରେ ରିଲାଏନ୍ସର ନିବେଶ ବୃଦ୍ଧି ପାଇ ୭ ଲକ୍ଷ କୋଟି ହେବ ।
ଗୁଜରାଟ: ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଗୁଜରାଟ ପାଇଁ ଏକ ପ୍ରମୁଖ ପୁଞ୍ଜିନିବେଶ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ରାଜକୋଟରେ ବାଣିଜ୍ୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ଅମ୍ବାନୀ…