ବିଡିଓଙ୍କୁ ଦୁର୍ବ୍ୟବହାର: ତଦନ୍ତ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆକ୍ରମଣ ଉଦ୍ୟମ ଘଟଣାରେ ଜିଲ୍ଲାପାଳ ତଦନ୍ତ ନିର୍ଦେଶ ଦେଇଛନ୍ତି। ଓଏଏସ୍‌ ସଂଘର ଅଭିଯୋଗ ପରେ ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି। ବ୍ଲକ୍ ଚେୟାରମ୍ୟାନଙ୍କ ପକ୍ଷରୁ ଅଭିଯୁକ୍ତଙ୍କ…

ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ।

ଭୁବନେଶ୍ଵର: କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡାକ୍ତରମାନେ ରୋଗୀ ସେବା କାର୍ଯ୍ୟରେ ଯୋଗ ଦିଅନ୍ତୁ। ଆଲୋଚନା ଦ୍ବାରା…

ଆମ-ବସ୍ ଚାଳକ ମାନଙ୍କୁ ନିୟମିତ ତାଲିମ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ରାଜଧାନୀରେ ଦିନକୁ ଦିନ ବୃଦ୍ଧି ପାଉଥିବା ଆମ-ବସ୍ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଚାଳକଙ୍କୁ ନିୟମିତ ତାଲିମ ନେବା ପାଇଁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି । ରାଜଧାନୀରେ ବଢୁଥିବା ଆମ-ବସ୍ ଦୁର୍ଘଟଣା ଅଟକାଇବାକୁ ବଡ଼ ପଦକ୍ଷେପ ନେଇଛନ୍ତି…

ଭିଜିଲାନ୍ସ କବ୍‌ଜାରେ ସିଆରଆରଆଇ ଥାନା ଅଧିକାରୀ ବିଜୟ କୁମାର ବାରିକ:

ଭୁବନେଶ୍ୱର : ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିଲେ, ଧରାପଡ଼ିଲେ ଥାନା ବାବୁ ବିଜୟ କୁମାର ବାରିକ। ପୁଣି ଘରୁ ମିଳିଲା ନଗଦ ୫ ଲକ୍ଷ ଟଙ୍କା। ଏହାପରେ କଟକ ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଅର୍ଥାତ୍ ଜାନୁଆରି ୪…

ଟ୍ରକକୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର

ବାଲେଶ୍ଵର :  ବାଲେଶ୍ଵର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଓଳିଆ ପାଟଣା ନିକଟ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ  ଲରି ଟ୍ରକକୁ ପଛପଟୁ ଯାତ୍ରୀବାହୀ ବସ୍  ବିନାୟକ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି। ସୂଚନା…

ପାଣ୍ଡିଆନଙ୍କ ସଭା ଆୟୋଜନ ନେଇ ଖୋଳତାଡ଼

ଭୁବନେଶ୍ବର : ଅଭିଯୋଗର ୬ମାସ ପରେ ପୂର୍ବତନ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପାଣ୍ଡିଆନଙ୍କ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ସଭା ଆୟୋଜନରେ କିଭଳି ସରକାରୀ ପାଣ୍ଠି ଖର୍ଚ୍ଚ ହୋଇଥିଲା ତାହାର…

୧୯ଟି ରାଜ୍ୟକୁ ଘନ କୁହୁଡି ପାଇଁ ୭ଦିନ ଆଲର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ଏବଂ ସମଗ୍ର ଉତ୍ତର ଭାରତରେ ହାଡ଼ଭଙ୍ଗା ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ଏବଂ ଶୀତଳ ଲହରୀ ଶୀତକୁ ଆହୁରି ତୀବ୍ର କରିଛି। ସର୍ବନିମ୍ନ ଏବଂ ସର୍ବାଧିକ ତାପମାତ୍ରା ଏବେ ହ୍ରାସ ପାଇବାରେ ଲାଗିଛି। ଭାରତ ପାଣିପାଗ ବିଭାଗ ଏହି ସପ୍ତାହରେ ଉତ୍ତର ଭାରତ ପାଇଁ କୁହୁଡ଼ି ଏବଂ…

ବରଗଡ଼ ଧନୁଯାତ୍ରା ମହୋତ୍ସବ ଉଦ୍‌ଯାପିତ

ବରଗଡ଼ ମଥୁରା ନଗରୀ : ସତ୍ୟର ବିଜୟ ଅସତ୍ୟର ପରାଜୟ ସହିତ ଐଶୀ ଶକ୍ତି ଯେ ସବୁବେଳେ ଆସୁରିକ ଶକ୍ତି ଉପରେ ବିଜୟ ଲାଭ କରେ ଏହା ପୁଣି ଥରେ ପ୍ରମାଣିତ ହୋଇଛି ବରଗଡ଼ ଧନୁଯାତ୍ରାରେ। ଦେବକୀଙ୍କ ଅଷ୍ଟମ ସନ୍ତାନ କୃଷ୍ଣଙ୍କ ହାତରେ ପ୍ରତାପୀ ମହାରାଜ କଂସଙ୍କ ନିଧନ ହୋଇଛି। ଏହା ସହିତ ମଥୁରା ନଗରୀରେ…

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ । ରାସ୍ତାପାଖ ଅଳିଆ ଗଦାରେ ଅବଧି ସରିନଥିବା ଔଷଧ ପଡିଥିବା ଦେଖିବାକୁ…

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା:

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା। ମଧ୍ୟରାତ୍ର ୧୨ଟା ଯାଏଁ ଏହି କଟକଣା ବଳବତ୍ତର ରହିବ। ଏମ୍‌ଭି ୨୬ ଓ ରାଖେଲଗୁଡା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି କରାଯାଇଛି। ସେପଟେ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ…