ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଭୁବନ ବନ୍ଦ
ଭୁବନ: ବାର ଦଫା ଦାବିରେ ଢେଙ୍କାନାଳ ଜିଲ୍ଲା ଭୁବନ ବନ୍ଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କାମାକ୍ଷାନଗର ବିଜେପି। ବନ୍ଦର ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଥିବା ଜଣାଯାଇଛି। ପାନୀୟ ଜଳ, ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଆଦି ସମେତ ୧୨ଟି ଦାବିରେ…