ଗଞ୍ଜାମର ୫ ମତ୍ସ୍ୟଜୀବୀଙ୍କୁ ଅପହରଣ
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ୧୯ ଜଣ ମତ୍ସ୍ୟଜୀବୀ ଆଜି ସକାଳେ ମାଛ ମାରିବାକୁ ସମୁଦ୍ରକୁ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ଜଣ ମତ୍ସ୍ୟଜୀବୀଙ୍କୁ ଟ୍ରଲର୍ରେ ମାଛ ମାରୁଥିବା ଆନ୍ଧ୍ରର ମତ୍ସ୍ୟଜୀବୀମାନେ ଅପହରଣ…