ଦଶମ ପ୍ରଥମ ବୋର୍ଡ ବାଧ୍ୟତାମୂଳକ- ସିବିଏସଇ
ନିଉ ଦିଲ୍ଲୀ : ସିବିଏସଇ ଦଶମ ଦୁଇଟି ବୋର୍ଡ ପରୀକ୍ଷା ନେଇ ସ୍ପଷ୍ଟୀକରଣ ରଖିଛି । ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ବୋର୍ଡ ପରୀକ୍ଷା ଦେବା ବାଧ୍ୟତାମୂଳକ ବୋଲି କହିଛି ସିବିଏସଇ । ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ବୋର୍ଡ ପରୀକ୍ଷା ପାଇଁ ଅନୁମତି ଦିଆଯିବ । ୩ଟି…