ଓଡ଼ିଆ ବିଶ୍ୱବିଦ୍ୟାଳୟ ଓଡ଼ିଆ ଜାତିର ଅସ୍ମିତାକୁ ଯୁଗ ଯୁଗ ଧରି ବଞ୍ଚାଇ ରଖିବ: ମୁଖ୍ୟମନ୍ତ୍ରୀ
ସାକ୍ଷୀଗୋପାଳ : ସତ୍ୟବାଦୀର ବକୁଳବନଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ଓଡ଼ିଆ ବିଶ୍ଵବିଦ୍ୟାଳୟ ନୂତନ ସୌଧକୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଆଭାସୀ ମାଧ୍ୟମରେ ଲୋକାର୍ପଣ କରିଥିଲେ । ଏହା ଲୋକାର୍ପଣ କାର୍ଯ୍ୟକ୍ରମ ନିମନ୍ତେ ସତ୍ୟବାଦୀର…