ସମ୍ବଲପୁରରେ ଯୁବକଙ୍କୁ ଛୁରାମାଡ଼: ଭିମସାରରେ ମୃତ ଘୋଷଣା କଲେ ଡାକ୍ତର
ସମ୍ବଲପୁର: ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଧନୁପାଲି ଥାନା ତୁରୀପଡ଼ାରେ ଆଜି ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରାସ୍ତା ଉପରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରିଛନ୍ତି।
ସୂଚନା ଅନୁଯାୟୀ, ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ତୁରୀପଡ଼ାର ତଫିନ ପ୍ରଧାନ(୨୫)…