ମୋଦୀଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି।
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଇନଫୋଭ୍ୟାଲିସ୍ଥିତ ଆର୍ବିଆଇ ଡାଟା ସେଣ୍ଟର ଉଦ୍ଘାଟନ କରିବେ। କାର୍ଯ୍ୟକ୍ରମ ପରେ ସେ ସଡ଼କ ପଥରେ ଫେରିବାର…