କେନ୍ଦ୍ର ସରକାରଙ୍କ ନୂତନ ପେନସନ ଲାଗୁ, ରେଲୱେ ଶ୍ରମିକ ଯୁନିୟନର ବିରୋଧ
କଣ୍ଟାବାଞ୍ଜି : ଇଷ୍ଟକୋଷ୍ଟ ରେଲୱେ ଶ୍ରମିକ ୟୁନିୟନ ପକ୍ଷରୁ କଣ୍ଟାବାଞ୍ଜି ଏଡିଇଏନ ଅଫିସ ସମ୍ମୁଖରେ କେନ୍ଦ୍ର ସରକାରଙ୍କ ନୂତନ ପେନସନକୁ ବିରୋଧ କରିବା ସହ ପୁରୁଣା ପେନସନ ଲାଗୁ କରିବାକୁ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା । ଏହା ସହ ଏକ ଦାବିପତ୍ର ସ୍ଥାନିୟ ଏଡିଇଏନଙ୍କ ଜରିଆରେ…