ଜଳେଶ୍ୱର ଷ୍ଟେସନ୍‌ରେ ନନ୍-ଇଣ୍ଟରଲକିଂ କାର୍ଯ୍ୟ ଚାଲୁଥିବାରୁ ଟ୍ରେନ୍‌ ସେବା ପ୍ରଭାବିତ

ବାଲେଶ୍ୱର, ଅଗଷ୍ଟ ୨୧ (କୃଷ୍ଣ କୁମାର ମହାନ୍ତି): ନାରାୟଣଗଡ଼-ଭଦ୍ରକ ମଧ୍ୟରେ ତୃତୀୟ ରେଳ ଲାଇନ୍‌ ନିର୍ମାଣ ପାଇଁ ଜଳେଶ୍ୱର ୟାର୍ଡରେ ୟାର୍ଡ ରିମଡେଲିଂ କାର୍ଯ୍ୟ ସମ୍ପର୍କିତ ନନ୍-ଇଣ୍ଟରଲକିଂ କାର୍ଯ୍ୟ ଅଗଷ୍ଟ ୨୪ରୁ ୩୦ ପର୍ଯ୍ୟନ୍ତ ଚାଲିବ। ଏହା ଯୋଗୁଁ ଖଡ଼ଗପୁର ଡିଭିଜନ୍‌ରେ ଅନେକ ଟ୍ରେନ୍‌ର…

ସଞ୍ଜୟ ଗାନ୍ଧୀ କଲୋନୀରେ ଘଟିଥିବା ଚୋରି ଘଟଣାର ପର୍ଦ୍ଦାଫାସ କଲା ଆଦର୍ଶ ଥାନ ।

ଗଜପତି, ୨୧.୮.(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୋଲିସ ସଞ୍ଜୟ ଗାନ୍ଧୀ କଲୋନୀରେ ଘଟିଥିବା ଏକ ବଡ଼ ଧରଣର ଚୋରି ଘଟଣାର ସଫଳ ପର୍ଦ୍ଦାଫାସ କରି ଅଭିଯୁକ୍ତ ସର୍ବସୁଧି କୁମାର ସ୍ୱାମୀ (୩୦), ସଞ୍ଜୟ ଗାନ୍ଧୀ କଲୋନୀ, ପାରଳାଖେମୁଣ୍ଡିଙ୍କୁ ଗିରଫ କରିଛି । ଏ ସମ୍ପର୍କରେ…

ସର୍ବସାଧାରଣ ସ୍ଥାନରେ ମଦ୍ୟପାନ, ୫ ଜଣଙ୍କୁ ଅଟକ ରଖିଲା ପାରଳା ପୋଲିସ ।

ଗଜପତି,୨୦.୮(ମନୋଜ ପାଢ଼ୀ) :-ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ଓ ଅଶାନ୍ତି ସୃଷ୍ଟି ରୋକିବା ପାଇଁ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ଅଧୀନରେ, ଗଜପତି ପୋଲିସ ତଥା ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରୁଥିବା ଅଭିଯୋଗରେ ୫ ଜଣ ବ୍ୟକ୍ତି— କାଳା ବାସୁ (୩୪), ନବ…

ଲୋକନାଟ୍ୟ “ଭୂତକେଳି” ଦର୍ଶକଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ।

ଗଜପତି,୨୧.୮(ମନୋଜ ପାଢ଼ୀ) :-ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଭୁବନେଶ୍ବର, ଜିଲ୍ଲା ପ୍ରଶାସନ, ଗଞ୍ଜାମ ,ସଂସ୍କାର ଭାରତୀ, ଓଡ଼ିଶା ପ୍ରଦେଶ ଓ ଓଡ଼ିଶା ନାଟକ ସମାରୋହ ସମିତି, ବ୍ରହ୍ମପୁରର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ଲୋକନାଟକ ମହୋତ୍ସବ "ଲୋକରଞ୍ଜନୀ" ଆୟୋଜିତ ହୋଇଯାଇଛି। ଏହି ଅବସରରେ…

ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ।

ଗଜପତି,୨୧.୮(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ସାଇବର ଅପରାଧ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି କ୍ରମରେ ପାରଳାଖେମୁଣ୍ଡିସ୍ଥିତ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ , ଜିରାଙ୍ଗସ୍ଥିତ ସରକାରୀ ଉଚ୍ଚ…

ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ।

ଗଜପତି,୧୯.୮(ମନୋଜ ପାଢ଼ୀ) :-ବରିଷ୍ଠ ନାଗରିକ ମଞ୍ଚର ସାଧାରଣ ବୈଠକ ମଞ୍ଚର ସଭାପତି ଶ୍ରୀ ଲକ୍ଷ୍ମୀ ନୃସିଂହ ରଥଙ୍କ ଅଧ୍ୟକ୍ଷତାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଞ୍ଚର ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମ, ବରିଷ୍ଠ ନାଗରିକମାନଙ୍କ ସମସ୍ୟା ଓ ସେମାନଙ୍କ କଲ୍ୟାଣ ସମ୍ବନ୍ଧୀୟ…

ସେପ୍ଟେମ୍ବର ୧୨ରେ ଅନୁଷ୍ଠିତ ହେବ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ।

ଗଜପତି,୨୦.୮(ମନୋଜ ପାଢ଼ୀ) :-ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ପାରଳାଖେମୁଣ୍ଡି, ରା.ଉଦୟଗିରି, ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା ଓ ବିଚାରଣ ଥିବା…

ଭାଗବତଙ୍କ ଗସ୍ତକୁ ଆମେରିକା ଧାର୍ମିକ ସଂଗଠନର ବିରୋଧ

ୱାଶିଂଟନ : ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍ଏସ୍) ମୁଖ୍ୟ ମୋହନ ଭାଗବତଙ୍କ ପ୍ରସ୍ତାବିତ ଆମେରିକା ଗସ୍ତକୁ ଦେଶର ଧାର୍ମିକ ସଂଗଠନ ବିରୋଧ କରିଛି। ଶ୍ରୀ ଭାଗବତ ଅଗଷ୍ଟ ୨୫ରୁ ଆମେରିକା, କାନାଡା ଓ ବ୍ରିଟେନ୍ ଗସ୍ତରେ ଯିବାକୁ ଥିବାବେଳେ ଆମେରିକାର ଧାର୍ମିକ ସଂଗଠନ ଦ ୟୁନାଇଟେଡ୍ ଷ୍ଟେଟସ୍‌…

ବନ୍ୟା ପ୍ରଭାବିତ ୪ ଜିଲାକୁ ମିଳିବ ଅତିରିକ୍ତ ଚାଉଳ

ଭୁବନେଶ୍ବର : ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ୪ ଜିଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍‌ ଚାଉଳ ଯୋଗାଇବାକୁ ନିର୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସ୍‌ଆର୍‌ସି) ରାଜେଶ ପ୍ରଭାକର ପାଟିଲ। ଏନେଇ ସେ ଏହି ୪ ଜିଲାର…

କ୍ଷମା ମାଗିଲା ଅନଲାଇନ୍ ଡ୍ରାଇଭର ସଂଘ ; ଆମେ ଗୁଣ୍ଡା ନୁହେଁ, ପେଟ ପାଟଣା ପାଇଁ ୧୨ ଘଣ୍ଟା ଖଟୁ

ଭୁବନେଶ୍ୱର : ମାଷ୍ଟର କ୍ୟାଣ୍ଟିନ୍ ଛକରେ ଅନଲାଇନ ଗାଡି ଚାଳକ ସଂଘର ହିଂସା ଘଟଣାରେ ଶୁକ୍ରବାର ବଡ ଖବର ସାମ୍ନାକୁ ଆସିଛି। କ୍ଷମା ପ୍ରାର୍ଥନା କଲା ସ୍ମାର୍ଟ ସିଟି ଅନଲାଇନ ଅଟୋ ଟ୍ୟାକ୍ସି ଡ୍ରାଇଭର ସଂଘ। ଭିଡିଓ ଜାରି କରି ଜନସାଧାରଣଙ୍କୁ କ୍ଷମା ମାଗିଲେ ସଭାପତି ଦୀନବନ୍ଧୁ ନାୟକ।…