ରାଜ୍ୟରେ ବଢ଼ିବ ଗୁଣାତ୍ମକ ଶିକ୍ଷାର ମାନ, ନିଯୁକ୍ତି ପାଇବେ ୩୭୧୪ ଟିଜିଟି, ୪୫୨ ପିଇଟି
ଭୁବନେଶ୍ୱର: ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି (ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ) ଏବଂ ୪୫୨ ପିଇଟି (ଶାରୀରିକ ଶିକ୍ଷା ଶିକ୍ଷକ)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଉଦଘାଟନ…