ଗୁଜରାଟ ନିର୍ବାଚନ: ପ୍ରଚାରର ଶେଷ ପର୍ଯ୍ୟାୟରେ ମୋଦୀ, କେଜ୍ରିୱାଲଙ୍କ ଧୂଆଁଧାର ପ୍ରଚାର
ସୁରଟ : ଗୁଜରାଟ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଡିସେମ୍ବର ୧ ତାରିଖରେ ୮୨ ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ଏବେ ପ୍ରଚାରର ଶେଷ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆପ୍ ନେତା ଅରବିନ୍ଦ କେଜ୍ରିୱାଲ ଧୂଆଁଧାର ପ୍ରଚାର କରୁଛନ୍ତି। ସୁରତରେ ପ୍ରଧାନମନ୍ତ୍ରୀ ଏବଂ…