ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି: ତିନି ଠାକୁର ପରିଧାନ କରିବେ ଶ୍ବେତ ବସ୍ତ୍ର
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ…