ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି…