ଗବୋନରୁ ଫେରୁଛନ୍ତି କେନ୍ଦ୍ରାପଡ଼ାର ଯୁବକଙ୍କ ସମେତ ୫ ଶ୍ରମିକ
କେନ୍ଦ୍ରାପଡା : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୨୧ ଜଣ ଶ୍ରମିକଙ୍କ ମଧ୍ୟରୁ ୫ଜଣ ଭାରତ ଫେରୁଛନ୍ତି ଓ ଅନ୍ୟ ୧୬ ଜଣ ପର୍ଯ୍ୟାୟକ୍ରମେ ଭାରତ ଫେରିବେ ବୋଲି ଦୂତାବାସ ପକ୍ଷରୁ ସୂଚନା…