ଓଡ଼ିଶାକୁ ମିଳିଲାଜାତୀୟ ସ୍ତରର ୨ଟି ପୁରସ୍କାର
ଭୁବନେଶ୍ୱର : ସଫେଇ କର୍ମଚାରୀଙ୍କ ସୁରକ୍ଷା, ମର୍ଯ୍ୟାଦା ଓ କଲ୍ୟାଣ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ‘ଗରିମା’ କାର୍ଯ୍ୟକ୍ରମ ‘ସ୍ୱଚ୍ଛତାରେ ଶ୍ରେଷ୍ଠ ଦକ୍ଷତା ପଦକ୍ଷେପ’ ବର୍ଗରେ ଏବଂ ଭୁବନେଶ୍ୱରର ବାସୁଆଘାଇ ସ୍ଥିତ ଫିକାଲ୍ ସ୍ଲଜ୍ ସେପ୍ଟେଜ୍ ପ୍ଲାଣ୍ଟ୍ ର ପରିଚାଳନା କରୁଥିବା…