ଓଡ଼ିଶାରେ ପାଣ୍ଡିଆନରାଜ୍ ଚାଲିବାକୁ ଦିଆଯିବ ନାହିଁ: କଂଗ୍ରେସ
ବରିଷ୍ଠ ନେତା ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡିରୁ ବହିଷ୍କାର କରାଯିବା ପରେ କଂଗ୍ରେସ ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଛି । ରାଜ୍ୟରେ ଗଣତନ୍ତ୍ରର ଶାସନ ନାହିଁ । ବାବୁତନ୍ତ୍ରର ଶାସନ ଚାଲିଛି । ଓଡ଼ିଶାରେ ପାଣ୍ଡିଆନ ଶାସନ କି ତାମିଲ ଶାସନ ଚାଲିବାକୁ ଦିଆଯିବ ନାହିଁ…