ଓଡ଼ିଶାର ୯ ଜିଲ୍ଲାକୁ ସତର୍କତା, ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା
ଭୁବନେଶ୍ବର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ବା ସିଷ୍ଟମର ପ୍ରଭାବ ନାହିଁ । ସେପଟେ ମୌସୁମୀ ନିମ୍ନ ଚାପରେଖା ବି ସ୍ବାଭାବିକ ଅବସ୍ଥାନରୁ ଉତ୍ତରକୁ ଢଳିକି ରହିଛି । ଏହାଦ୍ବାରା ରାଜ୍ୟ ମଧ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ…