ଟାଟା ଇଲେକ୍ଟ୍ରୋନିକ୍ସ ସେମିକଣ୍ଡକ୍ଟର ଫ୍ୟାବ୍ ପରିଦର୍ଶନ କଲେ ଆଇଟି ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି ଓ ଶିଳ୍ପ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ସହ ସେମିକଣ୍ଡକ୍ଟର ଶିଳ୍ପ ପାଇଁ ଏକ ଦୃଢ଼ ପରିବେଶ ଗଠନ ଲକ୍ଷ୍ୟରେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଗୁଜରାଟର ଧୋଲେରା ଶିଳ୍ପ ପରିଦର୍ଶନ କରିଛନ୍ତି। ଏହି ଅବସରରେ ଧୋଲେରାରେ…