ଆଜି ମହାପ୍ରଭୁଙ୍କ ବନକଲାଗି: ସନ୍ଧ୍ୟା ୬ରୁ ଦର୍ଶନ ବନ୍ଦ
ପୁରୀ: ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି। ଦେଢ଼ ମାସ ପରେ ଆଜି (୯ ତାରିଖ ବୁଧବାର) ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି।…