ଉତ୍କଳମଣିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିର ଅନାବରଣ କଲେ ମୁଖ୍ୟମନ୍ତ୍ରୀ
ସୁଆଣ୍ଡୋ / ସାକ୍ଷୀଗୋପାଳ/ପୁରୀ : ସୁଆଣ୍ଡୋ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁଆଣ୍ଡୋରେ ପହଞ୍ଚିବା ପରେ ପ୍ରଥମେ ଶିବ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଉତ୍କଳମଣିଙ୍କ ଷଠିଘର ବୁଲି ଦେଖିବା ସହ ସଂଗ୍ରାହଳୟର ଲୋକପର୍ଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ଉତ୍କଳମଣିଙ୍କ…