ରାଉରକେଲାରେ ପହଞ୍ଚିଲା ହକି ବିଶ୍ୱକପ ଟ୍ରଫି: ବିଭିନ୍ନ ସ୍ଥାନରେ ଭବ୍ୟ ସ୍ୱାଗତ
ରାଉରକେଲା: ଆସନ୍ତାକାଲି (ଶୁକ୍ରବାର ) ହେବାକୁ ଯାଉଛି ହକି ବିଶ୍ବକପ୍ର ପ୍ରଥମ ମ୍ୟାଚ୍। ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଆଜି ସହରରେ ପହଞ୍ଚିଛି ହକି ବିଶ୍ବକପ୍ ଟ୍ରଫି।
ସକାଳ ସାଢ଼େ ପ୍ରାୟ ସାଢେ ୧୦ଟାରେ ଟ୍ରଫି ପ୍ରଥମେ ବେଦବ୍ୟାସ ମନ୍ଦିରରେ ପହଞ୍ଚିଥିଲା। ପରେ ବେଦବ୍ୟାସ ଆଶ୍ରମ,…