ଝାଡଖଣ୍ଡ ଅଭିନେତ୍ରୀଙ୍କୁ ହତ୍ୟା ଘଟଣା: ଲୁଟେରାଙ୍କୁ ଟଙ୍କା ଦେଇ ସ୍ବାମୀ ହିଁ କରିଥିଲେ ହତ୍ୟା ଷଡ଼ଯନ୍ତ୍ର
ନୂଆଦିଲ୍ଲୀ: ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ଝାଡଖଣ୍ଡର ଜଣେ ଅଭିନେତ୍ରୀଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଥିଲା। ଝାଡଖଣ୍ଡର ଅଭିନେତ୍ରୀ ରିୟା କୁମାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଖବର ମିଳିବା ପରେ ଏବେ ତାଙ୍କ ସ୍ବାମୀ ପ୍ରକାଶ କୁମାର ହିଁ ସୁପାରୀ ଦେଇ ରିୟାଙ୍କୁ ହତ୍ୟା କରିଥିବା…