ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଭୁବନେଶ୍ଵର : ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍. ରାଜପୁତ ବିଭାଗର ଦାୟିତ୍ୱ ଗ୍ରହଣ କରିବା ପରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳ ଗସ୍ତ କରି ପ୍ରମୁଖ ବିମାନ ଚଳାଚଳ ଏବଂ ପରିବହନ ପ୍ରକଳ୍ପଗୁଡ଼ିକର ସ୍ଥିତି ସମୀକ୍ଷା କରିଛନ୍ତି। ରାଜପୁତ ଉତ୍କେଲା…

ରତ୍ନଭଣ୍ଡାର ଗଣତି ବୈଠକ ଆରମ୍ଭ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ନେଇ ବୈଠକ ଆରମ୍ଭ ହୋଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବାସଭବନରେ ବୈଠକ ବସିଛି। ଜଷ୍ଟିସ୍‌ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଅଛନ୍ତି। ଆଇନ ମନ୍ତ୍ରୀ…

ନକଲି ମାଓପୋଷ୍ଟର ମାମଲା : ସାମ୍ବାଦିକ ସମେତ ୨ ନକଲି ମାଓବାଦୀ ଗିରଫ

ରାୟଗଡା: ନିକଟରେ ରାୟଗଡା ଜିଲାର ୩ଟି ସ୍ଥାନରେ ମାଓବାଦୀଙ୍କ ପୋଷ୍ଟରକୁ ନେଇ ଜିଲା ପୁଲିସ ଦ୍ବନ୍ଦ୍ବରେ ପଡ଼ିଥିଲା। ଜିଲାରେ ୧୫ ଜଣ ମାଓବାଦୀ ଆତ୍ମସମର୍ପଣ କରିବା ପରେ ପରେ ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲାଗିବା ପୁଲିସ ପାଇଁ ଆହ୍ବାନ ପାଲଟିଥିଲା। ପୋଷ୍ଟର ଗୁଡିକ ପ୍ରକୃତରେ ମାଓବାଦୀଙ୍କ…

(RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି

ମୁମ୍ବାଇ : ୧୫ା୨ -  ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି। କୃଷି ଓ ଆନୁଷଙ୍ଗିକ କାର୍ଯ୍ୟକଳାପ ପାଇଁ ଋଣ ପ୍ରକ୍ରିୟାକୁ ଅଧିକ ସରଳ, ନମନୀୟ ଏବଂ ଆଧୁନିକ କରିବା ଏହାର ମୁଖ୍ୟ…

ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ ୮ ୱିକେଟରେ ପରାସ୍ତ କରି…

ବ୍ୟାଙ୍କକ୍ : ୧୫।୨ -  କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ ମାତ୍ ଦେଇଛି। ‘ମହିଳା ଏସିଆ କପ୍ ରାଇଜିଂ ଷ୍ଟାର୍ସ’ର ଏକ ଗୁୁରୁତ୍ଵପୂର୍ଣ୍ଣ ମୁକାବିଲାରେ ଭାରତୀୟ…

ଓଲଟିଲା ଓଏସଆରଟିସି ବସ୍, ୭ ଗୁରୁତର

କୋରାପୁଟ : ମାଲକାନଗିରିର ଏମଭି ୭୯ରୁ ବିଶାଖାପାଟଣା ଯାଉଥିବା ଓଏସଆରଟିସି ବସ ଆନ୍ଧ୍ରର ସାଲୁର ବାଇପାସ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ରେ ଥିବା ୩୧ ଯାତ୍ରୀଙ୍କ ମଧ୍ୟରୁ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ ବସର ଷ୍ଟିୟରିଂ ଲକ ହେବା ଦ୍ଵାରା ଭାରସାମ୍ୟ…

ଦୁଇ ସେବାୟତ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ଵର : ଆଜି ପବିତ୍ର ମହାଶିବରାତ୍ରୀ। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ। ଲିଙ୍ଗରାଜ ମନ୍ଦିରରେ ମଧ୍ୟ ବାବାଙ୍କୁ ଦର୍ଶନ କରିବା ଲାଗି ସକାଳୁ ପ୍ରବଳ ଭକ୍ତଙ୍କ ଗହଳି ପରିଲକ୍ଷିତ ହୋଇଛି। ଏହାରି ମଧ୍ୟରେ ମନ୍ଦିର ଭିତରେ ଦୁଇ ସେବାୟତ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ହେରିଟେଜ୍ ହ୍ରଦ ହେବ ବିନ୍ଦୁ ସାଗର

ଭୁବନେଶ୍ଵର : ବିନ୍ଦୁ ସାଗର ପୁଷ୍କରିଣୀକୁ ହେରିଟେଜ୍ ହ୍ରଦରେ ପରିଣତ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ୨୦୨୬-୨୭ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ୍ ପ୍ରକଳ୍ପ। ନୂଆ କରି ଏକ ଇଣ୍ଟରପ୍ରିଟେସନ୍ ସେଣ୍ଟର କରାଯିବାର…

୨୦୩୬ ଅଲିମ୍ପିକ୍ସ ପାଇଁ ୨୦୨୬ରୁ ପ୍ରୟାସ ଆରମ୍ଭ: କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର : ଭାରତ ୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ, ଆମକୁ ୨୦୨୬ରୁ ହିଁ ଏପରି ପ୍ରୟାସ କରିବାକୁ ହେବ ଯେପରି ସମ୍ବଲପୁର ଏବଂ ଓଡ଼ିଶାର ପ୍ରତିଭାବାନ ପିଲାମାନେ ବିଶ୍ୱସ୍ତରରେ ମେଡାଲ ଜିତିବେ । ଆଜି ସମ୍ବଲପୁରର ଐତିହାସିକ ହୀରାକୁଦ ଠାରେ ‘ଏମସିଏଲ୍ ହୀରାକୁଦ…

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଆମ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ସ୍ଵତନ୍ତ୍ର ଆକର୍ଷଣ ରହିଛି। ଏହା ଆମ ସମୃଦ୍ଧ ଐତିହ୍ୟର ପରିଚୟ ଏବଂ ଆମ ଅସ୍ମିତାର ନିଦର୍ଶନ ବୋଲି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି। ସ୍ଥାନୀୟ ଜନତା ମୈଦାନଠାରେ ଆୟୋଜିତ ୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳାର ଶୁଭ…