୪୮ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି,ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଗୁରୁ ଦିବସ ଅବସରରେ ଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪୮ ବିଦ୍ୟାଳୟର ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ରେ ସମ୍ମାନିତ କରିଛନ୍ତି। ଏଗୁଡ଼ିକ ମଧ୍ୟରେ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ, ଆଦର୍ଶ…