କଟକରେ ସ୍ୱେରେଜ୍ ଟାଙ୍କି ଭିତରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣା: ରିପୋର୍ଟ ତଲବ କଲେ ଏନଏଚଆରସି
କଟକ: ଗତ ବର୍ଷ ଏପ୍ରିଲ ୧୫ରେ କଟକ ସିଡିଏ ସେକ୍ଟର-୧୦ରେ ସ୍ବେରେଜ ଲାଇନ ସଫେଇ ବେଳେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରଶାସନ ଓ ପୁଲିସଠାରୁ ରିପୋର୍ଟ ତଲବ କରିଛନ୍ତି ଜାତୀୟ ମାନବାଧିକାର କମିସନ(ଏନଏଚଆରସି)। ଏନେଇ କମିସନ ଗୃହ ଓ ନଗର ଉନ୍ନୟନ ସଚିବ, କଟକ ମହାନଗର ନିଗମ କମିସନର୍ ଏବଂ…