ଏଏସ୍ଓ ନିଯୁକ୍ତି ପରୀକ୍ଷାର ଚୂଡ଼ାନ୍ତ ଫଳ ପ୍ରକାଶ ଉପରେ ଅନ୍ତରୀଣ ରୋକ ଲଗାଇଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ
କଟକ: ଏଏସ୍ଓ ପରୀକ୍ଷାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଏଏସ୍ଓ ନିଯୁକ୍ତି ପରୀକ୍ଷାର ଚୂଡାନ୍ତ ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରୋକ ଲଗାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଓଡ଼ିଶା ଲୋକସେବା…