ଜୀବନ ଯୁଦ୍ଧରେ ହାରିଗଲେ ବରିଷ୍ଠ ଅଭିନେତା ବିକ୍ରମ ଗୋଖଲେ
ପୁଣେ: ପରଲୋକରେ ବରିଷ୍ଠ ଅଭିନେତା ବିକ୍ରମ ଗୋଖଲେ। ଗତ କିଛି ଦିନ ହେବ ସେ ଡାକ୍ତରଖାନରେ ମୃତ୍ୟୁ ସହ ଲଢ଼ୁଥିବା ବେଳେ ଆଜି ତାଙ୍କର ଦେହାନ୍ତ ହୋଇଛି। ଗୁରୁବାର ତାଙ୍କର ମୃତ୍ୟୁ ହୋଇଥିବା ନେଇ ଖବର ସାମ୍ନାକୁ ଆସିଥିବା ବେଳେ ପରେ ଏହାକୁ ଖଣ୍ଡନ କରିଥିଲେ ପରିବାର ଲୋକେ। ହେଲେ ଗୋଟିଏ ଦିନ…